ପୂର୍ବତନ ବିଧାୟକ ଉତ୍କଳକେଶରୀ ପରିଡା ଗୁରୁତ୍ତର

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ପୂର୍ବତନ କେନ୍ଦ୍ରାପଡା ବିଧାୟକ ତଥା ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଉତ୍କଳକେଶରୀ ପରିଡା ହଠାତ ଗୁରୁତ୍ତର ହୋଇପଡିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଶ୍ରୀ ପରିଡାଙ୍କୁ ଆଇ.ସି.ୟୁ.ରେ ରଖାଯାଇ ଚିକିତ୍ସା କରାଯାଉଥିବା ତାଙ୍କ ପରିବାର ସୁତ୍ରରୁ ଜଣାପଡିଛି । ତେବେ ତାଙ୍କ ଅବସ୍ଥା ଗୁରୁତ୍ତର ରହିଥିବା ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ