ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକର ଜ୍ୟୋତି ଫେଡରେସନ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରବି ନାରାୟଣ ଜେଠୀଙ୍କ ଅଧ୍ୟକ୍ଷତାରେ ସୋମବାର ଦୁର୍ନିତୀ ନିବାରଣ ସପ୍ତାହ ପାଳନ କରାଯାଇଥିଲା । ଏହି ଅବସରରେ ଦୁର୍ନିତୀକୁ ମୁଳୋତ୍ପାଟନ କରିବା ପାଇଁ ଉପସ୍ଥିତ ଜିଲ୍ଲା ପ୍ରଶାସନ ଓ ବ୍ଳକ ପ୍ରଶାସନ ଏବଂ କ୍ଷେତ୍ର ଅଧିକାରୀମାନେ ଶପଥ ପାଠ କରିଥିଲେ । ସେହିପରି ସ୍ଥାନୀୟ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ଅଧ୍ୟକ୍ଷ ଜ୍ୟୋତି ପ୍ରକାଶ ଲେଙ୍କାଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ପରିସରରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀମାନେ ଦୁର୍ନିତୀ ବିରୋଧରେ ଶପଥ ପାଠ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ