ଆଜି ଆପଣଙ୍କ ଦିନ କିପରି କଟିବ ଜାଣନ୍ତୁ ଆଜିର ରାଶିଫଳ 04.04.20198
୦୪.୦୪.୧୯
ମେଷ–ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
ବୃଷ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
ମିଥୁନ – ଶୁଭଚନ୍ଦ୍ର ଚଳନ ଫଳରେ ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
କର୍କଟ – ଅଶୁଭଚନ୍ଦ୍ର ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ସିହଂ- ଅଶୁଭଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ଆୟଠାରୁ ବ୍ୟୟାଧିକ ହେତୁ ରକ୍ତଚାପ ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହେବ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ନାହିଁ ।
କନ୍ୟା – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ତୁଳା – ଶୁଭ ଚନ୍ଦ୍ର ପ୍ରଭାବରେ ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ଗୁହନିର୍ମାଣ ଶ୍ରମିକ ମାନଙ୍କ ପାଇଁ ଶୁଭ ଖବର ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି ଅତିବାହିତ କରିବେ ।
ବିଛା – ଅଶୁଭ ଚନ୍ଦ୍ର ଚଳନ ହେତୁ ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି କର୍ମ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅଯଥା ଖର୍ଚ୍ଚ ବଢିବ । ମହିଳା ଓ ଛାତ୍ରଛାତ୍ରୀମାନେ ମନମୁତାବକ ଫଳ ପାଇବେ ନାହିଁ ।
ଧନୁ – ଶୁଭ ଚନ୍ଦ୍ରଙ୍କ ପ୍ରଭାବ ହେତୁ ସମସ୍ତ ଦିଗରୁ ଲୋକପ୍ରିୟତା ମିଳିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସାମାନ୍ୟ ସ୍ୱଚ୍ଛଳ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
ମକର – ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବ୍ୟବସାୟିକ ଦିଗରୁ ଉତମ ରହିବ, ଆର୍ଥିକ ଦିଗଟି ସ୍ୱଛଳ ରହିବ, ରାଜନୈତିକ ବ୍ୟକ୍ତିବିଶେଷ ସମାଜରେ ନିଜର ପତିଆରା ଜାହିରି କରିବାରେ ସକ୍ଷମ ହେବେ । ସାଂସାରିକ ଜୀବନ ସୁଖରେ କଟିବ । ମହିଳା ଓ ଛାତ୍ରଛାତ୍ରୀମାନେ ବହୁ ପରିମାଣରେ ଉତ୍ସାହିତ ରହିବେ ।
କୁମ୍ଭ – ଅଶୁଭ ଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ମୀନ – ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନେ+-ର ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
– ଗର୍ଗ ଜ୍ୟୋତିଷ –
ର୍ ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ(ଏମ୍ କମ୍,ଏମ.ବି.ଏ)
ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ୯୪୩୮୩୮୯୦୩୯, www.gargajyotish.com