୨୭ ରେ ଶପଥ ନେବେ ହେମନ୍ତ ସୋରେନ୍

ରାଞ୍ଚି -୨୭ ତାରିଖରେ ଦ୍ବିତୀୟ ଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ୍ । ରାଞ୍ଚିର ମୋହରାବାଦୀ ପଡ଼ିଆରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି । ଆଜି ସେ ଦିଲ୍ଲୀ ଯାଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ସାଂସଦ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବେ ବୋଲି ଜଣାପଡିଛି । ଏହାପରେ ହେମନ୍ତ ସରକାର ଗଠନ ଲାଗି ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ