ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର- ଆଜି ବଡ଼ଦିନ ବା ଖ୍ରୀଷ୍ଟମାସ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜ୍ୟବାସୀଙ୍କୁ ବଡ଼ଦିନର ଶୁଭେଚ୍ଛା ଦେଇଛନ୍ତି। ”ବଡ଼ଦିନରେ ସମସ୍ତଙ୍କ ଜୀବନରେ ଖୁସି, ଆନନ୍ଦ, ଶାନ୍ତିରେ ପରିପୂର୍ଣ୍ଣ ହେଉ ବୋଲି  କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ