ସୌମ୍ୟାଶ୍ରୀଙ୍କ ପାଇଁ ସଦର ବିଜେଡି ତରଫରୁ ଶ୍ରଦ୍ଧାଞ୍ଜଳି ସଭା

ବାଲେଶ୍ବର (ସରୋଜ ପଣ୍ଡା):ବାଲେଶ୍ବର ବିଜୁ ଜନତା ଦଳ ସଦର ନିର୍ବାଚନ ମଣ୍ଡଳୀ ତରଫରୁ ଫକୀର ମୋହନ ସଂୟଶାସିତ ମହାବିଦ୍ୟାଳୟର ଛାତ୍ରୀ ୰ ସୌମ୍ୟାଶ୍ରୀ ବିଶିଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ଫକୀର ମୋହନ ଗୋଲାଇ ଠାରେ ଅନୁଷ୍ଠିତ ହୋଇଯାଇଛି।ସଦରର ପୂର୍ବତନ ବିଧାୟକ ସ୍ବରୂପ ଦାସଙ୍କ ପ୍ରତ୍ୟେକ ତତ୍ବାବଧନରେ ଶ୍ରଦ୍ଧାଞ୍ଜଳି ସଭାରେ ଦଳୀୟ କର୍ମୀମାନେ ମହମବତୀ ଜାଳି ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁନିସିପାଲିଟିର ଉପାଧ୍ୟକ୍ଷ କୈଳାସ ସେଠୀ,ଜିଲ୍ଲା ବିଜେଡିର ସାଧାରଣ ସମ୍ପାଦକ ରଞ୍ଜନ ବାଗ,ପୂର୍ବତନ ଉପ ନଗରପାଳ ମନୋଜ ରାଉତ,ସଦର ବ୍ଲକ ବିଜେଡି ସଭାପତି ବସନ୍ତ ପଣ୍ଡା,ରାଜ୍ୟ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଧିରେନ ନାୟକ,ରାଜ୍ୟ ବିଜୁ ଛାତ୍ର ଜନତା ଦଳର ସମ୍ପାଦକ ବିଭୁଦତ୍ତ ପରିଡା,ସଦର ନିର୍ବାଚନ ମଣ୍ଡଳୀ ଯୁବ ସଭାପତି ସେକ ଅନସର,କାଉସିଲର ତଥା ଟାଉନ ମହିଳା ସଭାପତି ମୀନା ମହାନ୍ତି,କାଉସିଲର ମିତା ପଟ୍ଟନାୟକ,କବିତା ମୃମୁ,ମିରାଜ ବାନୋ,ସଂଧ୍ୟାରାଣୀ ଜେନା,ସବିତା ରାଣୀ ଦାସ,ଶଶିରେଖା ମହାନ୍ତି,ଅର୍ପିତା ପ୍ରିୟଦର୍ଶିନୀ ପଟ୍ଟନାୟକ,ସେକ ଆୟୁବ,କାର୍ତିକ ସାହୁ,ପୂର୍ବତନ କାଉନସିଲର  ସାକିର ଖାନ,ଧନଞ୍ଜୟ ଜେନା,ସଂଜୟ ବେହେରା,ବିଶ୍ବଜିତ ମହାପାତ୍ର,ନଳିନୀ ରଂଜନ ଦାସ,ରିତିକ ଜୀ,ଅଶୋକ ଆଢ୍ୟ,ଜଗନ୍ନାଥ ମହାରଣା,ଅଶୋକ ଦାସ,ସୁନିଆ ମୃମୁ,ଅତୁଲ ଶତପଥୀ,ଦେବାଶିଷ ଦାଶ ଉପସ୍ଥିତ ରହି ସ୍ମୃତିଚାରଣ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ