କଟକରେ ଶାନ୍ତି ବଜାୟ ରଖିବାକୁ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅପିଲ୍

ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )କଟକରେ ଶାନ୍ତି ବଜାୟ ରଖିବାକୁ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅପିଲ୍। ଉଦବେଗଜନକ ସ୍ଥିତିରୁ ଧିରେ ଧିରେ ସାଧାରଣ ହେଉଛି ପରିସ୍ଥିତି । ଯଥାଯୋଗ୍ୟ ପଦକ୍ଷେପ ନେବା କଥା ପୋଲିସ ପ୍ରଶାସନ ନେଇଛନ୍ତି। କଟକ ସମ୍ମାନରେ ଆଞ୍ଚ ନ ଆସୁ । ସମସ୍ତେ ଶାନ୍ତିଶୃଙ୍ଖଳା ବଜାୟ ରଖନ୍ତୁ
।ଅଭିଯୁକ୍ତଙ୍କ ବିରୋଧରେ କଠୋର ଶାସ୍ତି ବିଧାନ ହେବ କହିଲେ ପୃଥ୍ଵୀରାଜ ।କଟକରେ ଶାନ୍ତି ବଜାୟ ରଖିବାକୁ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅପିଲ୍। ଉଦବେଗଜନକ ସ୍ଥିତିରୁ ଧିରେ ଧିରେ ସାଧାରଣ ହେଉଛି ପରିସ୍ଥିତି । ଯଥାଯୋଗ୍ୟ ପଦକ୍ଷେପ ନେବା କଥା ପୋଲିସ ପ୍ରଶାସନ ନେଇଛନ୍ତି। କଟକ ସମ୍ମାନରେ ଆଞ୍ଚ ନ ଆସୁ । ସମସ୍ତେ ଶାନ୍ତିଶୃଙ୍ଖଳା ବଜାୟ ରଖନ୍ତୁ। ଅଭିଯୁକ୍ତଙ୍କ ବିରୋଧରେ କଠୋର ଶାସ୍ତି ବିଧାନ ହେବ କହିଲେ ପୃଥ୍ଵୀରାଜ ।ସେପଟେ କର୍ଫ୍ୟୁ ପରେ କଟକ ସହର ସମ୍ପୂର୍ଣ୍ଣ ଖାଁ ଖାଁ ହୋଇଯାଇଛି । କେବଳ ଅତ୍ୟାବଶ୍ୟକ କାର୍ଯ୍ୟକୁ ଛାଡ଼ି ଦେଲେ ଦୋକାନ ବଜାର ବନ୍ଦ ରହିଛି । କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ ହୋଇଥିବାବେଳେ ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ପରିସ୍ଥିତିକୁ ଦେଖି କର୍ଫ୍ୟୁ ଅବଧି ବଢ଼ାଇବା କିମ୍ବା କମାଇବା ଉପରେ ନିଷ୍ପତ୍ତି ନିଆଯିବ । ସହର ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ  ଲାଗିଛି । ଦରଘାବଜାର, ମଙ୍ଗଳବାଗ, କ୍ୟାଣ୍ଟନମେଣ୍ଟ, ଲାଲବାଗ, ସିଡିଏ-୨, ପୁରୀଘାଟ, ଜଗତପୁର, ମର୍କତନଗର, ବାଦାମବାଡ଼ି, ବୟାଳିସମୌଜା, ସଦର, ବିଡ଼ାନାସୀ, ମାଲଗୋଦାମ ଥାନା ପ୍ରମୁଖ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ