ଜଗନ୍ନାଥ ଭକ୍ତ ସମାଜ ପକ୍ଷରୁ ବ୍ଲକ ଉପାଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା

ହାଟଡ଼ିହି (ଓ୍ବାଇଏନଏସ): ଜଗନ୍ନାଥ ଭକ୍ତ ସମାଜ ଗୋପୀନାଥପୁର କଟକ ପକ୍ଷରୁ ହାଟଡ଼ିହି ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଛି । ଗୋପୀନାଥପୁର ଠାରେ ଅନୁଷ୍ଠିତ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ମହୋସବ ଅବସରରେ ଝାରସୁଗୁଡା ର ପୂର୍ବତନ ଆରକ୍ଷୀ ଅଧିକ୍ଷକ ବିକାଶ ଦାଶ, ଜଗନ୍ନାଥ ଭକ୍ତ ସମାଜର ସମ୍ପାଦକ ନବ କିଶୋର ମହାନ୍ତି ପ୍ରମୁଖ ଯୋଗଦେଇ ଗୋପୀନାଥପୁର ଅଞ୍ଚଳର ପ୍ରତିଷ୍ଠିତ ବ୍ୟବସାୟୀ, ସମାଜସେବୀ  ତଥା  ହାଟଡ଼ିହି ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ