ରାଜ୍ୟ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ 28/12/2019 YWPSENU4 0 Comments ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ ଭୂବନେଶ୍ୱର- ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତିଭାବେ ନିଯୁକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ପ୍ରଫେସର ତ୍ରିପାଠୀ ଆସନ୍ତା ତିନି ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିବେ। Spread the love