ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳିତ

ହାଟଡିହି (ଓ୍ବାଇଏନଏସ): ଭାରତୀୟ ଜନସଂଘର ପ୍ରତିଷ୍ଠାତା, ମହାନ ଶିକ୍ଷାବିତ୍, ପ୍ରଖର ରାଷ୍ଟ୍ରବାଦୀ ଚିନ୍ତକ ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇ ଯାଇଛି।  ଆଜି ହାଟଡିହିସ୍ଥ ବିଜେପି କାର୍ଯ୍ୟାଳୟରେ ଆନନ୍ଦପୁରର ବିଜେପି ନେତା ଆଲୋକ ସେଠୀ, ବିଜେପିର ଜିଲ୍ଲା ଉପ ସଭାପତି ଜ୍ଞାନ ରଞ୍ଜନ ସାମନ୍ତ ସିଂହାର, ଯୁଧିଷ୍ଠିର ମଲ୍ଲିକ  ହରମୋହନ ଶାସିନୀ, ଚତୁର୍ଭୁଜ ସ୍ୱାଇଁ, ସୁରେନ୍ଦ୍ର ଜେନା, ଦିନେଶ ସେଠୀ, ଶଶିକାନ୍ତ ରାଉତଙ୍କ ସମେତ ଅନେକ ବରିଷ୍ଠ କର୍ମକର୍ତ୍ତା ଯୋଗଦେଇ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ