ପ୍ରଥମ ପର୍ଯ୍ୟ।ୟ ନିର୍ବ।ଚନ ୫ଟା ସୁଦ୍ଧା ୬୬ ପ୍ରତିଶତ ମତଦାନ

ଓଡ଼ିଶାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୬ ପ୍ରତିଶତ ମତଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ସନ୍ଧ୍ୟା ୬ଟା ସୁଦ୍ଧା ଧାଡିରେ ଥିବା ମତଦାତାମାନେ ମତ ଦେଇ ପାରିବେ । ଅପରାହ୍ନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ ହୋଇଥିଲା ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ