ଆଜି ବିଜୁ ପଟ୍ଟନାୟକ ଙ୍କ ଜନ୍ମ ଜୟନ୍ତୀ
ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୨ତମ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିାବିଜୟାନନ୍ଦ ପଟ୍ଟନାୟକ, ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ। ବିଜୁ ବାବୁ ୧୯୧୬, ୫ ମାର୍ଚ୍ଚରେ କଟକରେ ଜନ୍ମ ଗ୍ରହଣ କରିଥିଲେ। ୧୯୯୭ ମସିହା ଏପ୍ରିଲ ୧୭ ଅର୍ଥାତ୍ ଆଜିର ଦିନରେ ବିଜୁ ପଟ୍ଟନାୟକ ଶେଷ ନିଶ୍ୱାସ ତ୍ୟାଗ କରିଥିଲୋ
ସେ ଏକାଧାରରେ ଜଣେ ଦକ୍ଷ ରାଜନେତା, ବିମାନ ଚାଳକ ଓ ଶିଳ୍ପପତି ଥିଲେ।ଥ ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏଁ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏଁ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲୋ
ରାଜନୀତି ଓ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ଆଜି ବି ସ୍ମରଣୀୟ। ତାଙ୍କର ଅବଦାନ ଯୋଗୁଁ ବିଜୁ ବାବୁ ଆଜି ବି ପ୍ରତିଟି ଓଡ଼ିଆଙ୍କ ମନରେ ଅମର ରହିଛନ୍ତିା


