୧୮ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍
ଭୁବନେଶ୍ବର :- ଫେବୃୟାରୀ ୧୪ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇ ୯ ତାରିଖ ପର୍ୟ୍ୟନ୍ତ ଚାଲିବ । ଦୁଇଟି ପର୍ଯ୍ୟ।ୟରେ ଏହି ବିଧାନସଭା ବଜେଟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟ।ୟ ଅଧିବେଶନ ଫେବୃୟାରୀ ୧୪ରୁ ୨୬ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ବିତୀୟ ମାର୍ଚ୍ଚ ୧୧ରୁ ଏପ୍ରିଲ ୯ତାରିଖ ପର୍ୟ୍ୟନ୍ତ ଚାଲିବ। ୧୪ରେ ଅଧିବେଶନ ଆରମ୍ଭ ହେବା ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ଦେବେ । ମୋଟ ୩୧ ଦିନ ଧରି ଅଧିବେଶନ ବସିବାର କ।ର୍ୟ୍ୟକ୍ରମ ରହିଛି । ସୂଚନାଥାଉକି ଫେବ୍ରୁଆରି ୧୮ତାରିଖରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ ହେବ ।


