ମହାନଗର ନିଗମର ସମ୍ମିଳନୀ କକ୍ଷରେ ବୈଠକ

ବ୍ରହ୍ମପୁର (ଯୁଗାବ୍ଦ ନ୍ୟୁଜ) : ବ୍ରହ୍ମପୁର ମହାନଗର ନିଗମର ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟତଃ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଓ ଜାନିବିଲି ଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ବୈଠକରେ ନଗର ଉନ୍ନୟନ ବିଭାଗ ସଚିବ ଜି ମଥିଭାତନାନ, ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି ଆପାଙ୍ଗ ଆଓ, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ବ୍ରହ୍ମପୁର ମହାନଗର ନିଗମର କମିଶନର ଚକ୍ରବର୍ଥୀ ସିଂ ରାଠୋର ପ୍ରମୁଖ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ