ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ବାର୍ଷିକ ଉତ୍ସବ

ନାଉଗାଁ, (ଓ୍ବାଇଏନଏସ): ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ ସତସଙ୍ଗ କେନ୍ଦ୍ର ପରିସରରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୮ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରାତଃ ସମୟରେ ବେଦ ମାଙ୍ଗଳିକ କାର୍ଯ୍ୟ,ଉଷା କିର୍ତନ,ଉଷା ବିନିତ ପ୍ରାର୍ଥନା ଓ ସଦଗ୍ରନ୍ଥ ପାଠ, ସୁସଜ୍ଜିତ ରଥରେ ଶ୍ରୀ ବିଗ୍ରହଙ୍କର ନଗର ପରିକ୍ରମା,ମାତୃ ସମ୍ମିଳନୀ କରାଯିବା ସହ ଦୀକ୍ଷା ପତ୍ର ସମ୍ବନ୍ଧୀୟ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ନାଉଗାଁ ସତସଙ୍ଗ କେନ୍ଦ୍ରର ସମସ୍ତ ଗୁରୁ ଭାଇମାନେ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ