କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ଭେଟିଲେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

ବାଲେଶ୍ଵର(ସରୋଜ ପଣ୍ଡା): ଗତକାଲି ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ତାଙ୍କ ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ସାକ୍ଷାତ କରିଥିଲେ। ସାକ୍ଷାତ ସମୟରେ ଓଡ଼ିଶାରେ ଏକ କୃଷି ବିଶ୍ଵବିଦ୍ୟାଳୟ ଓ ବାଲେଶ୍ଵରରେ କୃଷି ମହାବିଦ୍ୟାଳୟ ଖୋଲିବା ପାଇଁ ଦାବୀପତ୍ର ଉପସ୍ଥାପନା କରିଛନ୍ତି। ଏହା ସହିତ କୃଷି ଓ କୃଷକଙ୍କ ବହୁବିଧ ସମସ୍ୟା ଉପରେ ଆଲୋଚନା କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ