ବିଜେପି ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ପ୍ରସ୍ତୁତି ବୈଠକ

ବାଲେଶ୍ବର(ସରୋଜ ପଣ୍ଡା): ଆଜି ସ୍ଥାନୀୟ ସର୍କିଟ ହାଉସ ପରିସରରେ ବାଲେଶ୍ୱର ସଂସଦୀୟ କ୍ଷେତ୍ରର ବିଜେପି ପକ୍ଷରୁ ଆଗାମୀ ୨୬ ତାରିଖରେ ସମ୍ବିଧାନ ହତ୍ୟା ଦିବସ ପାଳନ ପାଇଁ  ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି, ଜିଲ୍ଲା ବିଜେପି ସଭାପତି ଈଶ୍ୱର ଚନ୍ଦ୍ର ବେହେରାଙ୍କ ଅଧୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ରହି ଉକ୍ତ ଦିଵସରେ ସ୍ୱଚ୍ଛ ଭାରତ, ବୃକ୍ଷ ରୋପଣ, ବିଶିଷ୍ଟ ବ୍ୟକ୍ତି ସମ୍ପର୍କ ଓ ସମ୍ବିଧାନ ହତ୍ୟା ଦିବସ ପାଳନ ପାଇଁ ସ୍ବତନ୍ତ୍ର ଟିମ୍ ଗଠନ କରି, ନାମ ଘୋଷଣା କରିଥଲେ, ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ଉପସ୍ଥିତ ରହିବେ ବୋଲି ଶ୍ରୀ ଷଡ଼ଙ୍ଗୀ ସୂଚନା ଦେଇଥିଲେ ଅନ୍ୟ ମନଙ୍କ ମଧ୍ୟରେ ପୂର୍ବତନ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ମମତା ମହାପାତ୍ର, ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ, ସଦର ବିଧାୟକ ମାନସ ଦତ୍ତ, ବଡ଼ସାହି ବିଧାୟକ ସନାତନ ବିଜୁଳି, ରାଜ୍ୟ ପେନାଲିଷ୍ଟ ବିଭୁପଦ ଦାସ, ବସ୍ତା ବିଧାୟକ ପ୍ରାର୍ଥୀ ରବିନ୍ଦ୍ର ଅଣ୍ଡିଆ, ଭୋଗରାଇ ବିଧାୟକ ପ୍ରାର୍ଥୀ ଆଶିଷ ପାତ୍ର, ଜଳେଶ୍ୱର ବିଧାୟକ ପ୍ରାର୍ଥୀ ବ୍ରଜ ମୋହନ ପ୍ରଧାନ, ବାଲେଶ୍ୱର ଜିଲ୍ଲା ବିଜେପି ସଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, ଚନ୍ଦ୍ର ଶେଖର ନନ୍ଦ, ଡ଼. ଅଣୁ ମାଧବ ପଣ୍ଡା, ଉପ ସଭାପତି ଗୌରାଙ୍ଗ ଚରଣ ଦାସ,ପୁର୍ବତନ ବିଧାୟକ ପ୍ରାର୍ଥୀ ଅଂଶୁମାନ ମହାନ୍ତି, ଜିଲ୍ଲା ସମ୍ପାଦକ ଚିତ୍ତରଞ୍ଜନ ପଣ୍ଡା, ରାଜେଶ ମହାପାତ୍ର, ଜିଲ୍ଲା ଗଣମାଧ୍ଯମ ସଂଯୋଜକ ଶ୍ରୀନିବାସ ପ୍ରଧାନ, ସହ ସଂଯୋଜକ ରଣଜିତ୍ ପୃଷ୍ଟି,ଉତ୍ତର ବାଲେଶ୍ୱର ସାଙ୍ଗଠନିକ ଜିଲ୍ଲା ଉତ୍ତର ବାଲେଶ୍ୱର ର ସଧାରଣ ସମ୍ପାଦକ କମଲ ଲୋଚନ ଦାସ, କ୍ୟାପଟେନ୍ ଅଶୋକ ଦାସ, ମହିଳା ମୋର୍ଚ୍ଚା ସଭାନେତ୍ରୀ ସୁସ୍ମିତା ପଣ୍ଡା, ଏସ ସି ମୋର୍ଚ୍ଚା ସଧାରଣ ସମ୍ପାଦକ ସ୍ୱର ଝଙ୍କାର ସେଠୀ, ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ନାରାୟଣ ମହନ୍ତ,ରାଜ୍ୟ ଯୁବ ମୋର୍ଚ୍ଚା ସମ୍ପାଦକ ଶଶିକାନ୍ତ ମିଶ୍ର ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ