ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା ବସ୍

ବାଲେଶ୍ବର (ସରୋଜ ପଣ୍ଡା): ବାଲେଶ୍ବର ନୁଣିଆଯୋଡ଼ିରେ ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟି ପଡ଼ିଲା ବସ୍ । ବାଲିଆପାଳରୁ ବାଲେଶ୍ଵର ଅଭିମୁଖେ ଯାଉଥିଲା ବସ୍ ବସ୍‌ରେ ୪୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୨୦ରୁ ଉର୍ଦ୍ଧ୍ଵ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଦ୍ଧାର କାର‌୍ୟ୍ୟ ଜାରି ରହିଛି। ଆହତମାନଙ୍କୁ ଉଦ୍ଧାର କରାଯାୟୀ ୫ଟି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଏବଂ ଘଊଜୠ ଟିମ ଉଦ୍ଧର କାର‌୍ୟ୍ୟରେ ନିୟୋଜିତ ରହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ