ଆନ୍ତର୍ଜାତୀୟ ଶ୍ରମ ଦିବସ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ନିଜ ଭାରରେ ଭାରାକ୍ରାନ୍ତ ପୁଞ୍ଜିବାଦୀ ବ୍ୟବସ୍ଥା ଏବେ ଘୋର ଆର୍ôଥକ ସଂକଟ ଦେଇ ଗତି କରୁଥିବାବେଳେ ସେଥିରୁ ରକ୍ଷା ପାଇବା ପାଇଁ ସମଗ୍ର ବିଶ୍ୱ

Read more

ଶ୍ରୀ ଆନନ୍ଦ ମୂର୍ତ୍ତିଙ୍କ ୧୦୫ ତମ ଜୟନ୍ତୀ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ): ବିଶ୍ୱ ସମାଜସେବା ଓ ଆଧ୍ୟାତ୍ମିକ ସଂଗଠନ ଆନନ୍ଦମାର୍ଗର ପ୍ରତିଷ୍ଠାତା ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ଆନନ୍ଦ ମୂର୍ତ୍ତିଙ୍କର ୧୦୫ତମ ଶୁଭ ଜନ୍ମଦିବସ ପବିତ୍ର

Read more

ପ୍ରଶାସନ ଶୁଣୁନାହିଁ : ଆସନ୍ତା ୬ତାରିଖରେ ଆତ୍ମଦାହ ଦେବେ ଅନଶନକାରୀ ଦୁଷ୍ମନ୍ତ

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):ଆଳି ମହୁ ବଜାରଦାଣ୍ଡି ଅଙ୍ଗନବାଡି କେନ୍ଦ୍ରରେ ହୋଇଥିବା ଦୁର୍ନୀତିରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଗ୍ରାମବାସୀ ଓ ଅନେକ ବ୍ୟକ୍ତି ବିଶେଷ ବାରମ୍ବାର

Read more

ପ୍ରକଳ୍ପରେ ଦୁର୍ନୀତି ହୋଇଥିବା ଅଭିଯୋଗ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ସଂସଦୀୟ ପାଣ୍ଠିରେ ନିର୍ମିତ ହୋଇଥିବା ଆଲୋକୀକରଣ ପ୍ରକଳ୍ପରେ ଦୁର୍ନୀତି ହୋଇଥିବାରୁ ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କ କେନ୍ଦ୍ରାପଡ଼ା ଗସ୍ତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର

Read more

କେନ୍ଦ୍ରାପଡା ଜିଲ୍ଲା କରଣ ସମାଜ ପକ୍ଷରୁ ଦହିପାଣି ବଣ୍ଟନ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲା କରଣ ସମାଜ ପକ୍ଷରୁ ପୁରୁଣା ଜିଲ୍ଲା କୋର୍ଟ ସନ୍ନିକଟ ରାସ୍ତା ପାଶ୍ୱର୍ରେ ଦହିପାଣି ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଡାକ୍ତର ବିଶ୍ୱପ୍ରକାଶ

Read more

ଐତିହାସିକ ପ୍ରତାପ ରାୟଙ୍କ ପୂଣ୍ୟତିଥି

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲା ଇତିହାସ ରଚୟିତା ସ୍ୱର୍ଗତ ପ୍ରତାପ କୁମାର ରାୟଙ୍କ ପୂଣ୍ୟତିଥି ଗରାପୁରସ୍ଥିତ ଶ୍ରୀଗୋପାଳଜୀଉ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସାମ୍ବାଦିକ

Read more

ମାଣିଖଣ୍ଡି ମହାପୁରୁଷ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ଦୀର୍ଘ ଏକଶହ ବର୍ଷରୁ ଅଧିକ ହେବ ବିଶ୍ୱଶାନ୍ତି ନିମନ୍ତେ ଅଞ୍ଚଳବାସୀ କରୁଛନ୍ତି ଯଜ୍ଞ। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ୍ ବ୍ଲକ ଅଧିନ ଗୋଲରାହାଟ, ବାଲିଆ ଓ

Read more

ମୁଖ୍ୟ ରାସ୍ତା ଉପରେ ଗଦା ହୋଇଛି ବାଲିଗୋଡି : ଯାତାୟତରେ ଅସୁବିଧା

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ସହରର ମୁଖ୍ୟ ରାସ୍ତା ତିନିମୁହାଣି ଛକରୁ ଇଛାପୁର ରାସ୍ତାର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ବାଲି, ଗୋଡି ପ୍ରଭୃତି ଗଦା କରାଯାଇ କେଉଁଠି

Read more

ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦଙ୍କ ଜନ୍ମ ଉତ୍ସବ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ୬୬ତମ ପୂଣ୍ୟ ଜନ୍ମ ଉତ୍ସବ୍ୱହାସମାରୋହରେ ପାଳିତ ହୋଇଯାଇଛି। ପବିତ୍ର ସୀତାନବମୀ

Read more

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ କୃତିତ୍ୱ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ୬ଜଣ ଛାତ୍ରଛାତ୍ରୀ ଏବଂ ପଦାର୍ଥ ବିଜ୍ଞାନର ଜଣେ ଛାତ୍ର ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ ଅଧିନସ୍ତ ଆନ୍ତର୍ଜାତୀୟ

Read more

Advertisement

ଏବେ ଏବେ