ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ରେଞ୍ଜର ପ୍ରଶାନ୍ତ କୁମାର ନାଏକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଲାଙ୍ଗିର,(ସୁଜିତ କୁମାର ମେହେର): ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ପ୍ରଶାନ୍ତ କୁମାର ନାଏକଙ୍କ ଘରେ ଚାଲିଛି ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା
Read more