ରାଜ୍ୟରେ ବିଜେପି ସରକାରର ଶପଥ ଉତ୍ସବରେ ନବୀନ ବାବୁଙ୍କୁ ବିଦାୟୀ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀଙ୍କ ପାଖରେ ବସାଯିବ : ଧର୍ମେନ୍ଦ୍ର ପ୍ରଧାନ
ବାଲେଶ୍ୱର : ରାଜ୍ୟରେ ବିଜେପି ସରକାରର ଶପଥ ଉତ୍ସବରେ ନବୀନ ବାବୁଙ୍କୁ ବିଦାୟୀ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖରେ ବସାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ
Read more