ମେଡିକାଲ୍ କଲେଜ୍ କ୍ରିୟାନୁଷ୍ଠାନ କମିଟି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ
ବାଲେଶ୍ୱର(,ଯୁଗାଦ୍ଦନ୍ୟୁଜ) ସରକାରୀ ମେଡିକାଲ୍ କଲେଜ୍ ପ୍ରତିଷ୍ଠା କ୍ରିୟାନୁଷ୍ଠାନ କମିଟି ତରଫରୁ ସାମୁଦ୍ରିକ ଝଡ଼ ଫନୀରେ କ୍ଷତିଗ୍ରସ୍ତଙ୍କ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦଶହଜାର ଟଙ୍କା ପ୍ରଦାନ
Read more











