ଦେଶରେ ନ୍ୟାୟିକ ଭିତ୍ତିଭୂମି ମଜବୁତ କରିବା ପାଇଁ ଗତ ଆଠ ବର୍ଷ ମଧ୍ୟରେ ଦ୍ରୁତ ଗତିରେ କାର୍ଯ୍ୟ ହୋଇଛି

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ସର୍ବଭାରତୀୟ ଜିଲ୍ଲା ଆଇନ ସେବା କର୍ତ୍ତୃପକ୍ଷଙ୍କ ସମ୍ମିଳନୀରେ ଆଜି ଉଦବୋଧନ ଦେଇଛନ୍ତି । ଭାରତର ପ୍ରଧାନ ବିଚାରପତି

Read more

ଜାତୀୟ ଶିକ୍ଷା ନୀତିର ଯୋଜନାବଦ୍ଧ କ୍ରିୟାନ୍ୱୟନ ଓ ନବସୃଜନକୁ ପ୍ରୋତ୍ସାହନ

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ନୂଆଦିଲ୍ଲୀ ଶାସ୍ତ୍ରଭବନ ସ୍ଥିତ ଶିକ୍ଷା ମନ୍ତ୍ରଣାଳୟରେ ନୀତି ଆୟୋଗ ଉପାଧ୍ୟକ୍ଷ ଡା. ସୁମନ କେ ବେରୀ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ

Read more

ଏନ୍ ଡି ଏ ସରକାର ଅମଳରେ ବର୍ତମାନ ସୁଦ୍ଧା ବିଭିନ୍ନ ବିଭାଗରେ ୭ ଲକ୍ଷ ୨୨ ହଜାର ସ୍ଥାୟୀ ନିଯୁକ୍ତି

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ୨୦୧୪ରୁ ଏବେ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କର ବିଭିନ୍ନ ବିଭାଗ ଗୁଡିକରେ ୭ ଲକ୍ଷ ୨୨ ହଜାରରୁ ଅଧିକ ଲୋକଙ୍କୁ ସ୍ଥାୟୀ ନିଯୁକ୍ତି ମିଳିଛି

Read more

ଜପୁପୁର କେନ୍ଦୁଝର ରୋଡ଼ ଷ୍ଟେସନ ଠାରେ ଭାରତ ଗୌରବ ଦିବ୍ୟକାଶୀ ଅମାବାସ୍ୟା ଯାତ୍ରା ଟ୍ରେନ

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ୨୩ ଜୁଲାଇ ୨୦୨୨ରେ ଦକ୍ଷି କ୍ଷିଣ ଭାରତର କୋଏମ୍ବାଟୁରରୁ ଛାଡିଥିବା ଶକ୍ତିକ୍ତିପୀଠ ଆଧାରିତ ଟୁରିଷ୍ଟ ସର୍କିର୍କିଟ୍ ଭାରତ ଗୌରବ ଟ୍ରେନ୍ ଦିବ୍ୟକାଶୀ ଆଦି

Read more

୬୫୦କୋଟି ବ୍ୟୟରେ ଭୁବନେଶ୍ୱରରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ : ଧର୍ମେନ୍ଦ୍ର

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦କୋଟି ଟଙ୍କା ବ୍ୟୟରେ ଏକ

Read more

ଓଡ଼ିଶାର ୨ଟି ଦେଶର ୪୫ଟି ସ୍ଥାନରେ ବିକଶିତ ହେଉଛି ଜଳମାର୍ଗ ପରିବହନ ସେବା

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ ରୋ-ରୋ/ରୋ-ପେକ୍ସ ଫେରୀ ପରିବହନ ସେବାକୁ ପ୍ରୋତ୍ସାହନ ଦେଉଛି । ଏହି ଜଳ ଆଧାରିତ

Read more

ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ନୂତନ ଭାବେ ନିର୍ବାଚିତ ହୋଇଥିବା ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ।

Read more

ମହାମହିମ ରାଷ୍ଟ୍ରପତିଙ୍କୁ ପ୍ରେରଣାଦାୟୀ ଭାଷଣ ପାଇଁ କୃତଜ୍ଞତା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହ ଅବସରରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନରେ ସନ୍ଥ କବି ଭୀମ ଭୋଇଙ୍କ ପ୍ରସିଦ୍ଧ

Read more

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ

ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ନିମନ୍ତେ ମତେ ନିର୍ବାଚିତ କରିଥିବାରୁ ମୁଁ ସମସ୍ତ ସଂସଦ ଓ ବିଧାନସଭା ସଦସ୍ୟଙ୍କୁ ମୋର ହାର୍ଦ୍ଦିକ କୃତଜ୍ଞତା ଜଣାଉଛି । ଆପଣମାନଙ୍କ

Read more

ପଶ୍ଚିମବଙ୍ଗରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଜାତୀୟ ଶିକ୍ଷା ନୀତି ଲାଗୁ ହେବା ଦରକାର : ଧର୍ମେନ୍ଦ୍ର ପ୍ରଧାନ

ପଶ୍ଚିମବଙ୍ଗ, (ଓ୍ବାଇଏନ୍ଏସ୍) : ପଶ୍ଚିମବଙ୍ଗରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଜାତୀୟ ଶିକ୍ଷା ନୀତି ଲାଗୁ ହେବା ଦରକାର ବୋଲି ପଶ୍ଚିମବଙ୍ଗ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

Read more

Advertisement

ଏବେ ଏବେ