୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ବାଲେଶ୍ବର(ସରୋଜ ପଣ୍ଡା): ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ହେବେ ସାମିଲ, ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ହେବ ବିରାଟ ଗଣଦୌଡ଼, ନୀଳଗିରି ପରେ ଭୋଗରାଇ ଓ ବାଲେଶ୍ୱର ସହରରେ ଅନୁଷ୍ଠିତ ହେବ ଗଣଦୌଡ଼, ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ*


