ସେବା ସଂକଳ୍ପ ଅଭିଯାନ ଜିଲ୍ଲା ସାମ୍ବାଦିକ ସମ୍ମିଳନୀ

ବାଲେଶ୍ବର(ସରୋଜ ପଣ୍ଡା): ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ୧୭ ସେପ୍ଟେମ୍ବର ରୁ ୧୭ ଅକ୍ଟୋବର ପର୍ଯ୍ୟନ୍ତ ଏକମାସ ବ୍ୟାପି ଜିଲ୍ଲାରେ ହେବାକୁ ଥିବା ବିଭିନ୍ନ ସେବା ମୂଳକ କାର୍ଯ୍ୟକ୍ରମ ବାବଦରେ ଆଜିର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଥିବାର ବିଷୟ ନିମ୍ନରେ PDF ମାଧ୍ୟମରେ ଦିଆଗଲା। ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଈଶ୍ଵର ଚନ୍ଦ୍ର ବେହେରା, ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସଦର ବିଧାୟକ ମାନସ କୁମାର ଦତ୍ତ, ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, ଜିଲ୍ଲା ଗଣମାଧ୍ୟମ ସଂଯୋଜକ ଶ୍ରୀନିବାସ ପ୍ରଧାନ, ଜିଲ୍ଲା ଉପସଭାପତି ବିଜୟ ସାହୁ ମଞ୍ଚାସୀନ ଥିଲେ। ଜିଲ୍ଲା ଗଣମାଧ୍ୟମ ସହସଂଯୋଜକ ରଞ୍ଜିତ ପୁଷ୍ଟି ଓ ଲୋକନାଥ ପରିଡ଼ା ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ