କୋଣାର୍କରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗଣେଶ ପୂଜା ପାଳିତ

କୋଣାର୍କ  (ଗଣେଶ ଚନ୍ଦ୍ର ବେହେରା) ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କୋଣାର୍କ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଆଶ୍ରମ ସ୍କୁଲ, କୋଣାର୍କ ଉଚ୍ଚ ବିଦ୍ୟାଳୟ, ସରସ୍ଵତୀ ଶିଶୁ ମନ୍ଦିର, ବିବେକାନନ୍ଦ ଶିକ୍ଷା କେନ୍ଦ୍ର, ଭେଙ୍କଟେଶ୍ବର ଇଂଲିଶ ମିଡିୟମ ସ୍କୁଲ, ଧନିତ୍ରୀ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ, ଜବାହାର ନବୋଦୟ ବିଦ୍ୟାଳୟ ଓ କୋଣାର୍କ ଭଗବତୀ ମହାବିଦ୍ୟାଳୟ ସମେତ ବେସରକାରୀ ଅନୁଷ୍ଠାନ ଥାନା ଛକ ଗଣେଶ କମିଟି, କୋଣାର୍କ ବସଷ୍ଟାଣ୍ଡ ସ୍ଥିତ ବିନାୟକ ବ୍ୟବସାୟୀ ମହାସଂଘ , ମା ତାରିଣୀ ରାଣୀହାଟ ସାହି ଯୁବକ ସଙ୍ଘ , ଭଗବତୀ ଯୁବକ ସଙ୍ଘ ଓ ସାମ୍ବାଦିକ ସଂଘ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଶ୍ରୀଗଣେଶ ଙ୍କ ପୂଜାର୍ଚ୍ଚନା ଧୁମଧାମରେ ପାଳିତ ହୋଇଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ