ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ
ଛତ୍ରପୁର, (ଓ୍ବାଇଏନଏସ): ୭୯ ତମ ସ୍ୱାଧିନତା ଦିବସ ଉପଲକ୍ଷେ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଏବଂ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟି, ଦେବଦତ୍ତ ପଣ୍ଡା ଓ ସୁନୀଲ କୁମାର କେର୍କ ଟା ଙ୍କ ସମେତ କାର୍ଯ୍ୟାଳୟର ବହୁ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।