ବିଧାୟକ ଅଭିମନ୍ୟୁ ସେଠୀ ସମ୍ବର୍ଦ୍ଧିତ

ହାଟଡିହି  (ଓ୍ବାଇଏନଏସ) : ଭୁବନେଶ୍ବରସ୍ଥିତ ମେ ଫେୟାର ହୋଟେଲଠାରେ  ଆଯୋଜିତ ବିକଶିତ ଭାରତ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମରେ  ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ ସମ୍ବନ୍ଧିତ ହୋଇଛନ୍ତି |  ସାଂସଦ ଅଚ୍ୟୁତ ସାମନ୍ତ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ସହ ମାନପତ୍ର ଦ୍ବାରା ସମ୍ବଦ୍ଧନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମେତ ଓଡ଼ିଶାର ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏପରି ସମ୍ବର୍ଦ୍ଧନା ମିଳିବା ପରେ ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ବହୁ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ବିଧାୟକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ