ଗୁରୁତର ବିଜେଡି ନେତାଙ୍କୁ ଭେଟିଲେ ବିଧାୟକ ଓ ବ୍ଲକ ଉପାଧ୍ୟକ୍ଷ

ହାଟଡିହି, (ଓ୍ବାଇଏନଏସ) :- ଆନନ୍ଦପୁର ବ୍ଲକର ପୂର୍ବତନ ଅଧକ୍ଷ ତଥା ବରିଷ୍ଠ ବିଜେଡି ନେତା ମାନ ରଞ୍ଜନ ସାହୁ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ଏବେ ସେ ଭୁବେନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଖବର ପାଇ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତ ପ୍ରମୁଖ ଡାକ୍ତରଖାନାରେ ପହଞ୍ଚି ତାଙ୍କୁ ସାକ୍ଷାତ କରିବା ସହିତ ତାଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ନେଇ ଡାକ୍ତର ମାନଙ୍କ ସହ  ଆଲୋଚନା କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ