ନୂଆବର୍ଷ ଉପଲକ୍ଷେ ଜଗନ୍ନାଥଙ୍କୁ ଦର୍ଶନ କରି ପୂଜାର୍ଚନା କଲେ ବିଧାୟକ, ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ

ହାଟଡିହି (ଓ୍ବାଇଏନଏସ): ନୂଆବର୍ଷ ଉପଲକ୍ଷେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରି ପୂଜାର୍ଚନା କରିଛନ୍ତି ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ। ତାଙ୍କ ସହିତ ହାଟଡିହି ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ ଓ ଉପାଧ୍ୟକ୍ଷ ରତିକାନ୍ତ ରାଉତ ମଧ୍ୟ ଉପସ୍ଥିତ ରହି ଜଗନ୍ନାଥଙ୍କୁ ଦର୍ଶନ କରି ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ସମସ୍ତ ଜନ ସାଧାରଣଙ୍କ ମଙ୍ଗଳ କାମନା ନିମନ୍ତେ ଜଗନ୍ନାଥଙ୍କ ନିକଟରେ ଗୁହାରି କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ