ଭାରତୀୟ ବାୟୁସେନାରେ ଅଗ୍ନିବୀରବାୟୁ ନିଯୁକ୍ତି ପାଇଁ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ
କଟକ, (ଓ୍ବାଇଏନଏସ): ଭାରତୀୟ ବାୟୁସେନାର ଅଗ୍ନିବୀରବାୟୁ (ସଙ୍ଗୀତଜ୍ଞ) ପଦବୀ ପାଇଁ ଇନ୍ଟେକ୍ ୦୧/୨୦୨୭ ନିମନ୍ତେ ଅବିବାହିତ ଭାରତୀୟ ପୁରୁଷ ଓ ମହିଳା ପ୍ରାର୍ଥୀଙ୍କଠାରୁ ଅନଲାଇନ୍ ଆବେଦନ ଆହ୍ୱାନ କରାଯାଇଛି। ଏହି ନିଯୁକ୍ତି ପାଇଁ ପ୍ରାର୍ଥୀ ଦଶମ ଶ୍ରେଣୀ କିମ୍ବା ସମକକ୍ଷ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସହ ସଙ୍ଗୀତ କ୍ଷେତ୍ରରେ ନିର୍ଦ୍ଧାରିତ ଦକ୍ଷତା ଥିବା ଆବଶ୍ୟକ। ଅନଲାଇନ୍ ପଞ୍ଜୀକରଣ ୨୦ ଜୁଲାଇ ୨୦୨୬ ସକାଳ ୧୧ଟାରୁ ଆରମ୍ଭ ହୋଇ ୨ ଅଗଷ୍ଟ ୨୦୨୬ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ। ଅନଲାଇନ୍ ପରୀକ୍ଷା ୩୧ ଅଗଷ୍ଟରୁ ୯ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଅନୁଷ୍ଠିତ ହେବ। ଆଗ୍ରହୀ ପ୍ରାର୍ଥୀମାନେ https://iafrecruitment.edcil.


