ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦେଶିକାଙ୍କ ଦ୍ୱାରା ଖୋଲା ଜିମ ପାର୍କ ଉଦଘାଟିତ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା ):  ଗଜପତି ଜିଲ୍ଲା ରାୟଗଡ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡ. ବି. ବୁଦା ଖୋଲା ଜିମ୍ ପାର୍କର ଉଦ୍‌ଘାଟନ କରିଛନ୍ତି । ବିଦ୍ୟାଳୟର ଅନ୍ତେବାସୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସ୍ବାସ୍ଥ୍ୟ ସେବା ଏବଂ ସୁବିଧା ସୁଯୋଗର ସମୀକ୍ଷା କରିଥିଲେ। ପ୍ରଧାନ ଶିକ୍ଷକ ସୁରେଶ ସାହୁକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ ବାରିକ ଏବଂ ମଙ୍ଗଳ ସଂପ୍ରସାରଣ ଅଧିକାରୀ ବିଷ୍ଣୁ ପ୍ରସାଦ ସେଠୀ ପ୍ରମୁଖ ସାମିଲ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ