ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ବେତନଟୀ (ଓ୍ବାଇଏନଏସ): ବେତନଟୀ ବରିଷ୍ଠ ନାଗରିକ ସଂଘ ପକ୍ଷରୁ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ସଂଘର ସଭାପତି ଆଇନଜୀବୀ ହିମାଂଶୁ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ସଂଘର ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ମହାପୁରୁଷଙ୍କ ବଳିଦାନ ଓ ଦେଶଭକ୍ତି ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ