ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ-୨୦୨୪ ପାଳନ ଉପଲକ୍ଷେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ