ଜମଧର ପ୍ରାଥମିକ କୃଷି ସମବାୟ ସମିତି ପରିଚାଳନା ପରିଷଦ ବୈଠକ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ପ୍ରାଥମିକ କୃଷି ସମବାୟ ସମିତିିର ପରିଚାଳନା ପରିଷଦ ବୈଠକ ସମିତି ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ