ପୋଲିସ ଓ ପୌର ପରିଷଦର ଆନ୍ତରିକତା ଅଭାବ ଯୋଗୁଁ ଟ୍ରାଫିକ୍ ସମସ୍ୟା ବଢୁଛି

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ପୋଲିସ ଓ ପୌର ପରିଷଦର ଆନ୍ତରିକତା ଅଭାବ ଯୋଗୁଁ ଟ୍ରାଫିକ୍ ସମସ୍ୟା ବଢ଼ିବାରେ ଲାଗିଛି. ଏନେଇ ଜନ ଅସନ୍ତୋଷ ଦେଖା ଦେଇଛି.

Read more

Advertisement

ଏବେ ଏବେ