ଭକ୍ତିମୟ ପରିବେଶରେ ସମାପନ ହେଲା ମହାନଳାରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ମହୋତ୍ସବ
ସାନଖେମୁଣ୍ଡି,(ପଦ୍ମଲୋଚନ ପାଣିଗ୍ରାହୀ):ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ମହାନଳା ଗ୍ରାମରେ ପାଞ୍ଚଦିନ ଧରି ଚାଲିଥିବା ନବନିର୍ମିତ ରାଧାକୃଷ୍ଣ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଉଦଯାପିତ ହୋଇଯାଇଛି। ୫ଦିନ ବ୍ୟାପୀ
Read more