ଅଗଷ୍ଟ ୩୧ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳରେ କଡାକଡି ଭାବେ କାର୍ଯ୍ୟକାରୀ ହେବ ଲକଡାଉନ

ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆବଦ୍ଧାଞ୍ଚଳ ବାହାରେ କେତେକ କାର୍ଯ୍ୟକ୍ରମ ଚାଲୁ କରିବା ପାଇଁ ଆଜି ନୂତନ ମାର୍ଗଦର୍ଶିକା ଜାରି କରାଯାଇଛି ।

Read more

Advertisement

ଏବେ ଏବେ