ଅଘୋଷିତ ବିଦ୍ୟୁତ କାଟକୁ ନେଇ ଅସନ୍ତୋଷ

ବାଲେଶ୍ୱର, (ସରୋଜ ପଣ୍ଡା) :-ପ୍ରବଳ ଗ୍ରୀଷ୍ମ ପ୍ରବାହ ବେଳେ ବାଲେଶ୍ୱରରେ ବଢ଼ି ଚାଲିଥିବା ଅଘୋଷିତ ବିଦ୍ୟୁତ କାଟକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।

Read more

Advertisement

ଏବେ ଏବେ