ଅନୁସୂଚିତ ଜାତ-ଦଳିତଙ୍କ ଉପରେ ଅତ୍ୟାଚାରକୁ ନେଇ ବିଜେପିିର ଉଦବେଗ

ବାଲେଶ୍ୱର, (ସରୋଜ ପଣ୍ଡା): ରାଜ୍ୟରେ ଅନୁସୂଚିତ ତଥା ଦଳିତ ବର୍ଗଙ୍କ ଉପରେ ହେଉଥିବା ଅତ୍ୟାଚାର ଘଟଣାକୁ ନେଇ ବିଜେପି ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।

Read more

Advertisement

ଏବେ ଏବେ