ଅନ୍ଧାରୁଆରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି

ଭୁୁବନେଶ୍ୱର, (ୱାଇଏନ୍‌ଏସ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ଭୁବନେଶ୍ୱର ଉପକଣ୍ଠର ଅନ୍ଧାରୁଆ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତିପ୍ରସ୍ତର ରଖିଛନ୍ତି ।

Read more

Advertisement

ଏବେ ଏବେ