ଅର୍ଥ ମନ୍ତ୍ରୀଙ୍କ ଦ୍ୱାରା ବେଲଗୁଣ୍ଠା ସେବା ସମବାୟ ସମିତିର ନୂତନ କାର୍ଯ୍ୟାଳୟ ଗୃହ ଉଦ୍ଘାଟିତ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଆଜି ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଦ୍ୱାରା ବେଲଗୁଣ୍ଠା ଠାରେ ସେବା ସମବାୟ ସମିତିର ନୂତନ କାର୍ଯ୍ୟାଳୟ ଗୃହ ଉଦ୍ଘାଟିତ ହୋଇଯାଇଛି I

Read more

Advertisement

ଏବେ ଏବେ