ଓଡିଶାରେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ସ୍ୱାଗତ କଲେ ରାଜ୍ୟପାଳ ଗଣେଣୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ, ଆକାଶମାର୍ଗରୁ ବାତ୍ୟାସ୍ଥଳକୁ ନୀରିକ୍ଷଣ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ୱର ଓ ପୁରୀକୁ ଆକାଶମାର୍ଗରୁ ଦେଖିଲେ
Read more