ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା : ୧୩ ମୃତ, ୩୧ ଆହତ

ଫିରୋଜାବାଦ : ଉତ୍ତରପ୍ରଦେଶର ଫିରୋଜାବାଦରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୩ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି

Read more

Advertisement

ଏବେ ଏବେ