ଭାରତୀୟ ଜନତା ପାର୍ଟି ଗୋସାଇଁନୂଆଗାଁ ମଣ୍ଡଳ ପକ୍ଷରୁ “ବୁଥ୍ ସଶକ୍ତିକରଣ” କାର୍ଯ୍ୟକ୍ରମ ଅନୁଷ୍ଠିତ
ବ୍ରହ୍ମପୁର, (ଅନିଲ କୁମାର):ଆଜି ଭାରତୀୟ ଜନତା ପାର୍ଟି ଗୋସାଇଁନୂଆଗାଁ ମଣ୍ଡଳ ପକ୍ଷରୁ “ବୁଥ୍ ସଶକ୍ତିକରଣ” କାର୍ଯ୍ୟକ୍ରମ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି
Read more


