ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ ହୋଇଛି। ବନକଲାଗି ନୀତିର ବିଧି ଅନୁସାରେ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରାଯାଇଥିଲା। ଏହା ଏକ ଗୁପ୍ତ ସେବା।

Read more

Advertisement

ଏବେ ଏବେ