ଆଜୀବନ କାରାଦଣ୍ଡ ଭୋଗୁଥିବା ବନ୍ଦୀଙ୍କ ଅସ୍ୱାଭାବିକ ମୃତ୍ୟୁ ଅଭିଯୋଗ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ବାରିମୂଳସ୍ଥିତ କେନ୍ଦ୍ରାପଡା ଉପକାରାଗାରରେ କାରାଦଣ୍ଡ ଭୋଗୁଥିବା ପିତାମ୍ବର ଲେଙ୍କାଙ୍କ ସେଠାରେ ଅସ୍ୱାଭାବିକ ଭାବେ ମୃତ୍ୟୁ ହୋଇଯାଇଥିବା ତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି ।
Read more


