ଆଠ ମାସ ହେଲା ବିଏସଏନଏଲ ନେଟୱାର୍କ ଅଚଳ ଅଧିକାରୀ ମାନଙ୍କୁ ତାଲା ପକାଇଲେ ଉତ୍ୟକ୍ତ ଗ୍ରାମବାସୀ

ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ସୁବର୍ଣ୍ଣଗିରି ପଞ୍ଚାୟତରେ ଆଜକୁ ଆଠ ମାସ ହେଲା କାମ କରୁନି ବିଏସଏନଏଲ ନେଟୱର୍କ।

Read more

Advertisement

ଏବେ ଏବେ