ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର, ଅବୈଧ କାରବାର ନିରୋଧ ଦିବସ: ନିଶା ଛାଡିଥିବା ୧୦ ଜଣ ସମ୍ବର୍ନ୍ଧିତ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ବୁଧବାର ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳିତ ହୋଇଯାଇଛି

Read more

Advertisement

ଏବେ ଏବେ