ଆନ୍ଧ୍ର ପଞ୍ଚାୟତ ନିର୍ବାଚନରେ ଗଜପତିର ୪ଟି ଗ୍ରାମରେ ଚାଲିଛି ପ୍ରଚାର ଆନ୍ଧ୍ର ନିର୍ବାଚନରେ ସାମିଲ ନ ହେବା ପାଇଁ ଗଜପତି ପ୍ରଶାସନର ଅନୁରୋଧ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ପାଦ ଦେଶରେ ଥିବା ୪ଟି ଓଡିଶାର ଗ୍ରାମରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ପ୍ରଚାର ଚାଲିଛି ।
Read more


